ବିଜେପି ମହିଳା ମୋର୍ଚ୍ଚା ଜିଲ୍ଲା ସଭାନେତ୍ରୀଙ୍କ ନାଁ ଘୋଷଣା

ନାଁ ଘୋଷଣା କଲେ ବିଜେପି ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ

ଭୁବନେଶ୍ୱର, ୦୮/୦୫: ବିଜେପି ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା.ଐଶ୍ୱର୍ଯ୍ୟା ବିଶ୍ୱାଳ ଆଜି ମହିଳା ମୋର୍ଚ୍ଚା ଜିଲ୍ଲା ସଭାନେତ୍ରୀଙ୍କ ନାମ ତାଲିକା ଘୋଷଣା କରିଛନ୍ତି ।

ତାଲିକା ସଂଲଗ୍ନ କରାଗଲା ।