ବିଜେପି ଯୁବ ମୋର୍ଚ୍ଚା ଜିଲ୍ଲା ସଭାପତିଙ୍କ ନାମ ତାଲିକା ଘୋଷଣା
ନାଁ ଘୋଷଣା କଲେ ବିଜେପି ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି
ଭୁବନେଶ୍ୱର, ୦୮/୦୫: ବିଜେପି ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ଅଭିଳାଷ ପଣ୍ଡା ଆଜି ଯୁବ ମୋର୍ଚ୍ଚା ଜିଲ୍ଲା ସଭାପତିଙ୍କ ନାମ ତାଲିକା ଘୋଷଣା କରିଛନ୍ତି ।
ତାଲିକା ସଂଲଗ୍ନ କରାଗଲା ।
