ଓଡ଼ିଶାରେ ନିତିନ ନବୀନ

ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସଭାପତି

ଭୁବନେଶ୍ୱର, ୧୭/୦୫: ଓଡ଼ିଶାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏବଂ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ।

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ ଏହା ନିତିନ ନବୀନଙ୍କ ପ୍ରଥମ ଓଡ଼ିଶା ଗସ୍ତ।