ଆସନ୍ତାକାଲି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ବନକଲାଗି ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

ପୁରୀ, ୧୯/୦୫: ଆସନ୍ତା କାଲି ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।