ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ଦେବାଶିଷ

ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଭେଟି ଦେଲେ ଇସ୍ତଫା ପତ୍ର

ଭୁବନେଶ୍ୱର, ୨୫/୦୫: ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ଦେବାଶିଷ ସାମନ୍ତରାୟ। ରାଜ୍ୟସଭା ଅଧ୍ୟକ୍ଷଙ୍କୁ ଭେଟି ଦେଲେ ଇସ୍ତଫା ପତ୍ର। ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପରେ ସାଂସଦ ପଦ ଛାଡ଼ିଲେ। ଆଜି ଦିଲ୍ଲୀ କାର୍ଯ୍ୟାଳୟରେ ବିଜେପିରେ ଯୋଗ ଦେବା ସମ୍ଭାବନା ରହିଛି।