ସୌମ୍ୟ ମୃତ୍ୟୁ: ବରିଷ୍ଠ IPS ଦୟାଲ ଗଙ୍ଗୱାରଙ୍କ ବଦଳି

ADGP କମ୍ୟୁନିକେସନ ପଦରୁ ହଟିଲେ ଗଙ୍ଗୱାର

ଭୁବନେଶ୍ୱର, ୨୫/୦୫: ବରିଷ୍ଠ IPS ଦୟାଲ ଗଙ୍ଗୱାରଙ୍କ ବଦଳି ହୋଇଛି। ତାଙ୍କୁ ଗୃହ ବିଭାଗ OSD ଦାୟିତ୍ବ ମିଳିଛି। ଏଥି ସହ ADGP କମ୍ୟୁନିକେସନ ପଦରୁ ହଟିଲେ ଗଙ୍ଗୱାର।

ବାଲିଅନ୍ତା ସୌମ୍ୟ ହତ୍ୟା ଘଟଣାରେ ବିବାଦୀୟ ହୋଇଥିଲେ।ଗଙ୍ଗୱାରଙ୍କ ନାଁ ନେଇ ଅଭିଯୋଗ କରିଥିଲେ ମୃତ ସୌମ୍ୟଙ୍କ ମାଆ। ଗଙ୍ଗୱାରଙ୍କ ପାଇଁ ତାଙ୍କ ପୁଅ ମାନସିକ ଚାପରେ ଥିଲେ ବୋଲି କହିଥିଲେ।

ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଚାଲିଛି।