ପଦ୍ମ ଧରିଲେ ଦେବାଶିଷ

ଦିଲ୍ଲୀ ମୁଖ୍ୟାଳୟରେ ରାଜ୍ୟ ସଭାପତିଙ୍କ ଉପସ୍ଥିତିରେ ବିଜେପିରେ ମିଶିଲେ

ନୂଆଦିଲ୍ଲୀ, ୨୬/୦୫: ବିଜେପିରେ ମିଶିଲେ ପୂର୍ବତନ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ପଦ୍ମ ଧରିଲେ ଦେବାଶିଷ। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ ଧରିଲେ। ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ଦେବାଶିଷ। ରାଜ୍ୟସଭା ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଥିଲେ।