ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ ଜିରୋ ଟଲେରାନ୍ସ ନୀତି

ପୂର୍ବତନ ଅତିରିକ୍ତ ତହସିଲଦାର ବହିଷ୍କୃତ

ଭୁବନେଶ୍ୱର, ୩୦/୦୫: ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶୂନ୍ୟ ସହନଶୀଳତା ନୀତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବହିଷ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱରରେ ଥିବାବେଳେ ଅନିୟମିତତା ଅଭିଯୋଗ ଆସିଥିଲା। ତଦନ୍ତରେ ଅନିୟମିତତା ସ୍ପଷ୍ଟ ହେବା ପରେ ମୁଖ୍ୟମନ୍ତ୍ରୀ ଆକ୍ସନ ନେଇଛନ୍ତି।