ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ

ଦରକାର ପଡ଼ିଲାନି ଉପନିର୍ବାଚନ ଭୋଟିଂ

ଭୁବନେଶ୍ୱର, ୧୧/୦୬: ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ। ବିଜେପି ପ୍ରାର୍ଥୀ ଭାବେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ। ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି।