ଭୁବନେଶ୍ୱର, ୨୩/୦୬: ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଜୁଲାଇ ୯ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ। ଭୁବନେଶ୍ୱରରେ ଅନୁଷ୍ଠିତ OUAT କାର୍ଯ୍ୟକ୍ରମରେ ସାମିଲ ହେବେ।
ଅନ୍ୟପଟେ ଜୁଲାଇ ୪ରେ ଓଡ଼ିଶା ଆସିବେ ଅମିତ ଶାହ। କେନ୍ଦ୍ରମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ସୂଚନା ମିଳିଛି।