ବିଜେଡ଼ିରେ ମିଶିଲେ ସୁଜାତା

ଆନୁଷ୍ଠାନିକ ଭାବେ ଦଳରେ ଯୋଗ ଦେଲେ

ଭୁବନେଶ୍ୱର, ୨୫/୦୬: ବିଜେଡିରେ ମିଶିଲେ ସୁଜାତା କାର୍ତ୍ତିକେୟନ। ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ଦଳରେ ଯୋଗ ଦେଲେ। ଶଙ୍ଖ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ବିଜେଡିରେ ମିଶିଛନ୍ତି।