ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ

ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସଭାପତି ଉପସ୍ଥିତ

ଭୁବନେଶ୍ୱର,୦୧/୦୭: SIR ଦ୍ଵିତୀୟ ପର୍ଯ୍ୟାୟକୁ ନେଇ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ରାଷ୍ଟ୍ରୀୟ ସା. ସଂପାଦକ ତରୁଣ ଚୁଘଙ୍କ ଉପସ୍ଥିତିରେ ରାଜ୍ୟ କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଛି‌। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ଓ ଦଳୀୟ ସାଂସଦ, ବିଧାୟକ ଉପସ୍ଥିତ ଅଛନ୍ତି।