ଭୁବନେଶ୍ୱର, ୦୯/୦୭: ଲୋକସେବା ଭବନରେ ରଥଯାତ୍ରା ସମୀକ୍ଷା ବୈଠକ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଭାଗୱାରୀ ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ। ଏହି ସମୀକ୍ଷା ବୈଠକରେ ଆଇନ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ଉପସ୍ଥିତ ରହିବେ। ଗୁଇନ୍ଦା ନିର୍ଦ୍ଦେଶକଙ୍କ ସହ ବିଭିନ୍ନ ବିଭାଗର ସଚିବ ଉପସ୍ଥିତ ରହିବେ। ସମନ୍ବୟ ବୈଠକରେ ପୁରୀ ଜିଲ୍ଲାପାଳ ଓ ଏସ୍ପି ମଧ୍ୟ ଉପସ୍ଥିତ ରହିବେ। ମୁଖ୍ୟମନ୍ତ୍ରୀଙ୍କ ୧୦ ସୂତ୍ରୀ ନିର୍ଦ୍ଦେଶ କାର୍ଯ୍ୟକାରୀ ନେଇ ଆଲୋଚନା ହେବ।
Prev Post