ଆଜି ଏହି ଜିଲ୍ଲାରେ ସ୍କୁଲ ଛୁଟି

ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ନିଷ୍ପତ୍ତି

ଭଦ୍ରକ, ୧୪/୦୭: କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଲଗାଣ ବର୍ଷା ହୋଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକରେ ସ୍କୁଲ୍‌ ଛୁଟି ଘୋଷଣା କରାଯାଇଛି। ଆଜି ପାଇଁ ସରକାରୀ, ବେସରକାରୀ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ।