ଦୁଇ IAS ଅଧିକାରୀଙ୍କ ବଦଳି

ଅତିରିକ୍ତ ଦାୟିତ୍ବ ନିର୍ବାହ କରିବେ IAS ପୋମା ଟୁଡୁ

ଭୁବନେଶ୍ୱର, ୨୦/୦୭: ଦୁଇ IAS ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର। IAS ପୋମା ଟୁଡୁ ହେଲେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ଅତିରିକ୍ତ ସଚିବ। ଖାଦ୍ୟ ନିରାପତ୍ତା କମିଶନର ଓ ଟିଡିସିସିଓଏଲ୍‌ MD ଭାବେ ଅତିରିକ୍ତ ଦାୟିତ୍ବ ନିର୍ବାହ କରିବେ।IAS ସ୍ମିତା ପାଣି ହେଲେ ଓଏସ୍‌ଏମ୍‌ସିଏଲ୍‌ର ନୂଆ ଅଧ୍ୟକ୍ଷା।