ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ

ଛାତ୍ର ଆନ୍ଦୋଳନ ମଧ୍ୟରେ ଇସ୍ତଫା ଦେଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ, ୨୫/୦୭: ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଦେଶବ୍ୟାପୀ ନିଟ୍ ପେପର ଲିକ୍ ପ୍ରସଙ୍ଗରେ ଆନ୍ଦୋଳନ ଜାରି ରହିଥିବା ବେଳେ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ପ୍ରଧାନମନ୍ତ୍ରୀଙ୍କ ପାଖକୁ ପଠାଇଛନ୍ତି ଇସ୍ତଫା ପତ୍ର।