ମୟୂରଭଞ୍ଜ, ୦୭/୦୮: ମୟୂରଭଞ୍ଜ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ଡିଇଓ। ମଧ୍ୟାହ୍ନ ଭୋଜନ ପରେ ପୂରା ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।
Prev Post