ନୂଆଦିଲ୍ଲୀ, ୧୪/୦୮: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ। ଗତ କାଲି ସନ୍ଧ୍ୟାରେ ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ତାଙ୍କୁ ହୃଦରୋଗ ବିଭାଗରେ ଆଡମିଟ କରାଯାଇଛି। ଗତ କାଲି ତାଙ୍କର କରୋନାରୀ ଆଞ୍ଜିଓଗ୍ରାଫି କରାଯାଇଥିଲା। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି। ଏ ନେଇ ହସ୍ପିଟାଲ ପକ୍ଷରୁ ବିବୃତି ଜାରି କରାଯାଇଛି।
Next Post