ଯାଜପୁର, ୧୭/୦୮: ଯାଜପୁର ଧର୍ମଶାଳାର ବନ୍ୟାଞ୍ଚଳ ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ସାଂସଦ ତଥା ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଉପସ୍ଥିତ ଅଛନ୍ତି।
ଯାଜପୁରରେ ବନ୍ୟା ସ୍ଥିତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଭଦ୍ରକ ଜିଲ୍ଲା ଯାଇ ସ୍ଥିତି ଅନୁଧ୍ୟାନ କରିବେ।