ଭୁବନେଶ୍ୱର, ୨୨/୦୮: ଭୁବନେଶ୍ୱରର ଏକ ନମ୍ବର ହାଟରେ ପୁଣି ଘଟିଛି ଭୟଙ୍କର ଅଗ୍ନିକାଣ୍ଡ। ହାଟରେ ଥିବା ୨ଟି ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି। ବିଦ୍ୟୁତ୍ ସର୍ଟସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା ଅଗ୍ନିଶମ ବାହିନୀ। ଦୀର୍ଘ ସମୟ ପରେ ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ। ତେବେ ଏହା ପୂର୍ବରୁ ମଧ୍ୟ ଅନେକ ଥର ୟୁନିଟ୍-୧ ହାଟରେ ଅଗ୍ନିକାଣ୍ଡ ଘକିଛି।
Next Post