ଆଜି କ୍ୟାବିନେଟ ବୈଠକ

ବିଭିନ୍ନ ଯୋଜନା ଉପରେ ବାଜିପାରେ ମୋହର

ଭୁବନେଶ୍ୱର, ୦୭/୦୯: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ। ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ଲୋକସେବା ଭବନରେ ସନ୍ଧ୍ୟା ୫ଟାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ବୈଠରେ ଏକାଧିକ ବିଭାଗର ବିଭିନ୍ନ ଯୋଜନା ଉପରେ ଆଲୋଚନା ସହ ମୋହର ବାଜିପାରେ।