‘ଆଶୀର୍ବାଦ କା ଦିୟା’ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ମନ୍ତ୍ରୀ ମଣ୍ଡଳର ବରିଷ୍ଠ ସଦସ୍ୟ ଗଣ ଓ ବିଧାୟକ ଉପସ୍ଥିତ

ଭୁବନେଶ୍ୱର, ୧୭/୦୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ମୁକ୍ତେଶ୍ୱର ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ‘ଆଶୀର୍ବାଦ କା ଦିୟା’ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜ୍ୟ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ସଦସ୍ୟ ଗଣ, ବିଧାୟକ ଓ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ।