ଭୁବନେଶ୍ୱର, ୨୦/୦୯: ଭୁବନେଶ୍ବରରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ।୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ବିଷ୍ଣୁ ଦେବ ସାଏ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ପହଞ୍ଚି ସପରିବାର ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ବିଷ୍ଣୁଦେବ। ସେଠାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏବଂ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ। ଏହା ପରେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ପୁରୀରେ ଆଜି ରାତ୍ରିଯାପନ କରିବେ।
Next Post