ଭୁବନେଶ୍ୱର, ୧୩/୧୦: ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ୍ ବୈଠକ। ଅପରାହ୍ନ ୫ଟାରେ ଲୋକସେବା ଭବନରେ ବୈଠକ ଅନୁଷ୍ଠିତ ହେବ।
ବିଭିନ୍ନ ବିଭାଗର ଏକାଧିକ ପ୍ରସ୍ତାବ ଉପରେ ବାଜିପାରେ ମୋହର। ମୋଦିଙ୍କ ୨୫ ବର୍ଷ ପୂର୍ତ୍ତିରେ ଧନ୍ୟବାଦ ପ୍ରସ୍ତାବ ପାରିତ ହୋଇପାରେ।