ବୌଦ୍ଧ, ୦୭/୧୧: କଣ୍ଟାମାଳ ବିଡ଼ିଓ ସାମି ରେଡ୍ଡୀ ଜୟଶ୍ରୀ ନିଲମ୍ବିତ।ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ତାଙ୍କ ବିରୋଧରେ ଆକ୍ସନ ନିଆଯାଇଛି। ବିଭାଗୀୟ ଶୃଙ୍ଖଳାଗତ ତଦନ୍ତ ପ୍ରକ୍ରିୟା ପ୍ରସ୍ତାବିତ ଥିବାରୁ ନିଲମ୍ବନ ହୋଇଛନ୍ତି।
ନିଲମ୍ବନ ଅବଧିରେ ସମ୍ବଲପୁର ଆରଡିସିଙ୍କ କାର୍ଯ୍ୟାଳୟରେ ରହିବେ। ବିନା ଅନୁମତିରେ ମୁଖ୍ୟାଳୟ ନଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି।